Public App Logo
Jansamasya
Viral
Jharkhand
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking
Aimim
Railway
Biharnews
Jodhpur
Fatehpur
Kanganaranaut
Amitshah
Meerut
Fire
Jhansi

ରେଢାଖୋଲ: ଧମା ସ୍ଥିତ ମା' ଝାଡେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

Rairakhol, Sambalpur | Jul 18, 2025
ଆଜି ଧମା ସ୍ଥିତ ମା ଝାଡେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ଏବଂ ୟୁଥ ରେଡକ୍ରସ ୟୁନିଟ ପକ୍ଷରୁ ଧମା ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ସହଯୋଗରେ ବନ ମହୋତ୍ସବ ପାଳିତ ହୋଇଯାଇଛି।ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ସାମ୍ପ୍ରତିକ ସମୟରେ ବୃକ୍ଷରୋପଣର ଆବଶ୍ୟକତା ଓ କେନ୍ଦ୍ର ସରକାରଙ୍କ ‘ଏକ ପେଡ ମାକେ ନାମ୍‌’ ଅଭିଯାନର ଉଦ୍ଦେଶ୍ୟ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସୂଚିତ କରିଥିଲେ। ଏଥିରେ ଧମା ବନାଞ୍ଚଳ ପକ୍ଷରୁ ଔଷଧୀୟ ବୃକ୍ଷ ଓ ମାନବଜୀବନରେ ଏହାର ଉପକାରିତା ଉପରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।