ଛତ୍ରପୁର: ଛତ୍ରପୁର ସ୍ଥିତ ଜିଲ୍ଲାପାଳଙ୍କ ଓସ୍ୱାନ ହଲ ଠାରେ ସାରର ସୁଗମ ଯୋଗାଣ ନିମନ୍ତେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ
Chhatrapur, Ganjam | Sep 9, 2025
ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ ଓସ୍ୱାନ ହଲ ଠାରେ ଜିଲ୍ଲାର ସାରର ସୁଗମ ଯୋଗାଣ ଓ ବିକ୍ରମ ପାଇଁ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଗଞ୍ଜାମ...