ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧର୍ମଶାଳା ମହୋତ୍ସବ ପଡ଼ିଆରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା 2025 ଅନୁଷ୍ଠିତ ହୋଇଯାଇଥିବା ବୁଧବାର ଦିବା 2 ଘଟିକା ସମୟରେ ଦେଖିବାକୁ ମିଳିଛି । ସୂଚନା ମୁତାବକ ରାଜ୍ୟ ସରକାରଙ୍କ ସହଯୋଗରେ ଚାଷୀ ମାନଙ୍କ ଉଦ୍ଦେଶ୍ୟରେ ଏହି ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା 2025 ଅନୁଷ୍ଠିତ ହୋଇଯାଇଛି ।