Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Accident
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket

ସୁକିନ୍ଦା: ଗୋବରାଘାଟି ଠାରେ ଆୟୋଜିତ ନବମ ବାର୍ଷିକ ଫୁଟବଲ୍ ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ

Sukinda, Jajpur | Nov 30, 2025
ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଗୋବରାଘାଟି ଠାରେ ଆୟୋଜିତ ନବମ ବାର୍ଷିକ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୫ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଗୋବରାଘାଟି ଠାରେ ଆୟୋଜିତ ନବମ ବାର୍ଷିକ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୫ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିବା ରବିବାର ଅପରାହ୍ନ 5 ଘଟିକା ସମୟରେ ଦେଖିବାକୁ ମିଳିଛି ।