Public App Logo
Jansamasya
News
पुलिस
Bjp
National
Police
Bihar
India
जनसमस्या
चुनाव
बीजेपी
भाजपा
Congress
Modi
Delhi
Viral
Up
Iyc
Bollywood
Patna
Breakingnews
महिला
Narendramodi
Nitishkumar
Madhya_pradesh
Mp
Madhyapradesh
Ahmedabad
Pmmodi
Rahulgandhi

ରେଢାଖୋଲ: ରେଢ଼ାଖୋଲ ଡିଭିଜନର ସମସ୍ତ ୯ଟି ରେଞ୍ଜରେ ଗଣ ବିକ୍ଷୋଭ ଓ ଧାରଣାର ପ୍ରଥମ ଦିନ

Rairakhol, Sambalpur | Feb 20, 2026
ରେଢ଼ାଖୋଲ ଡିଭିଜନର ସମସ୍ତ ୯ଟି ରେଞ୍ଜରେ ଗଣ ବିକ୍ଷୋଭ ଓ ଧାରଣାର ପ୍ରଥମ ଦିନ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ଘୋଷିତ ଦୁଇଦିନିଆ ଗଣଧାରଣାର ଶୁକ୍ରବାର ପ୍ରଥମ ଦିନରେ ରେଢ଼ାଖୋଲ ଡିଭିଜନର ସମସ୍ତ ୯ଟି ରେଞ୍ଜରେ ଗଣ ବିକ୍ଷୋଭ ଓ ଧାରଣା କାର୍ଯ୍ୟକ୍ରମ ସଫଳଭାବେ ଅନୁଷ୍ଠିତ ହୋଇଛି। ରେଢ଼ାଖୋଲର ସମସ୍ତ ରେଞ୍ଜରେ ଶତାଧିକ ତୋଳାଳୀ ଓ ସିଜନାଲ୍ କର୍ମଚାରୀ ନିଜ ନିଜ ଦାବୀ ନେଇ ଧାରଣାରେ ସାମିଲ ହୋଇଥିଲେ। ରାଜ୍ୟ ସଂଗଠନ ସମ୍ପାଦକ ସଞ୍ଜିତ ମହାନ୍ତି, ଡିଭିଜନ ସମ୍ପାଦକ କିଶୋର ପ୍ରଧାନ ଓ ଯୁଗ୍ନ ସମ୍ପାଦକ ଉଦିତ ତ୍ରିପାଠୀ, ମିଡ଼ିଆ ସଂଯୋଜକ ଦେବ ଜ୍ୟୋତି ପଟ୍ଟନାୟକ ସମସ୍ତ ରେଞ୍ଜ ଗସ
ରେଢାଖୋଲ: ରେଢ଼ାଖୋଲ ଡିଭିଜନର ସମସ୍ତ ୯ଟି ରେଞ୍ଜରେ ଗଣ ବିକ୍ଷୋଭ ଓ ଧାରଣାର ପ୍ରଥମ ଦିନ - Rairakhol News