ହିଞ୍ଜିଳି: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀଙ୍କୁ ନ୍ୟାୟ ପାଇଁ ଛାତ୍ର କଂଗ୍ରେସ ପକ୍ଷରୁ ହିଞ୍ଜିଳିକାଟୁ କଲେଜ ଆଗରେ ବିକ୍ଷୋଭ
Hinjili, Ganjam | Jul 15, 2025
ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ନିଆଁରେ ସାରା ଓଡ଼ିଶା ଜଳୁଛି। ଛାତ୍ରୀଙ୍କୁ ନ୍ୟାୟ ପାଇଁ ଜାରି ରହିଛି ପ୍ରତିବାଦ।...