ରାଉରକେଲା ଇସ୍ପାତ କାରଖାନାରେ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ବିଭିନ୍ନ ସଡକ ସୁରକ୍ଷା ଦିଗ ଉପରେ ଜନସଚେତନତା ସୃଷ୍ଟି କରିବା ପାଇଁ ମଂଗଳବାର ପୂର୍ବାହ୍ନରେ କାର୍ଯ୍ୟ ବିଭାଗର ନିର୍ବାହୀ ନିର୍ଦ୍ଦେଶକ ଶ୍ରୀ ବିଶ୍ଵରଞ୍ଜନ ପଲାଇ ଇଡି (ୱାର୍କସ) ବିଲ୍ଡିଂ ନିକଟରେ ଦୁଇଟି ସୁରକ୍ଷା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।