Public App Logo
Jansamasya
News
Bjp
National
Bihar
India
कांग्रेस
Uttar_pradesh
विधायक
Congress
Modi
Delhi
Viral
Crime
शिक्षा
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
स्कूल
Haryana
Uttarpradesh
Cbse
Lucknow
No video available

ସତ୍ୟବାଦୀ: ଅଁଳାଯୋଡ଼ି ଗ୍ରାମରେ ବିଜେପିର ବୁଥ ସ୍ତରୀୟ ବୈଠକ ଓ ସଭାପତି ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ସାଂସଦ ଓ ବିଧାୟକ

Satyabadi, Puri | Dec 1, 2024
ଆଜି ପୂର୍ବାହ୍ନ ୧୦ଟାରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀର କଣାସ ବ୍ଲକ୍ ଅନ୍ତର୍ଗତ ଅଁଳାଯୋଡ଼ି ପଞ୍ଚାୟତ ବିଜେପିର ବୁଥ ସ୍ତରୀୟ ବୈଠକ ଓ ବୁଥ ସଭାପତି ଚୟନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପୁରୀ ଲୋକସଭା ସାଂସଦ ସମ୍ବିତ ପାତ୍ର, ସ୍ଥାନୀୟ ବିଧାୟକ ଓମ୍ ପ୍ରକାଶ ମିଶ୍ର, ଜିଲ୍ଲା ପରିଷଦ ସଭ୍ୟ ଓ ସ୍ଥାନୀୟ ସରପଞ୍ଚ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ବୁଥ ୧ର ସଭାପତି ବ୍ରଜବନ୍ଧୁ ସାହୁ ଓ ବୁଥ ୨ର ପ୍ରଶାନ୍ତ ରାଣାଙ୍କୁ ସର୍ବ ସମ୍ମତି କ୍ରମେ ମନୋନୀତ କରାଯାଇଥିଲା।