ଝାରସୁଗୁଡା: ଦହଲଡେରା ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦହଲଡେରା ଗସ୍ତ କଲେ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀ
ଝାରସୁଗୁଡା ଜିଲ୍ଲା କୁଡାଲୋଇ ଦହଲଡେରା ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦହଲଡେରା ଗସ୍ତ କଲେ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀ l ଆଜି ପୂର୍ବାହ୍ନ ୧୧ ଟା ୩୦ ରେ ଝାରସୁଗୁଡା ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡତିଆ ଏବଂ ଲଖନପୁର ବ୍ଲକ ଗୋଷ୍ଟୀ ଶିକ୍ଷା ଅଧିକାରୀ ରାଜେନ୍ଦ୍ର ସାହୁ ଦହଲଡେରା ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଗସ୍ତ କରି ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଖ୍ରୀଷ୍ଟିନା ବାରୁ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେଇ ଖ୍ରୀଷ୍ଟିନା ବାରୁ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି l ଏହି ଅବସରରେ ବିଦ୍ୟାଳୟ ର ଶିକ