Public App Logo
Jansamasya
News
पुलिस
Bjp
National
Bihar
India
कांग्रेस
बीजेपी
Gujarat
भाजपा
Accident
Congress
Modi
Delhi
Viral
Jharkhand
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh
Haryana
मंत्री
No video available

ଅନୁଗୋଳ: ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ ରୁ ୩ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି

Anugul, Angul | Aug 1, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଜି ଅପରାହ୍ନ 1ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ସକାଳ ୮ଟା୩୦ ମିନଟ୍ ଠାରୁ 3 ତାରିଖ ପର୍ଯ୍ୟନ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯିବା ସହିତ ବର୍ଷା ନିମନ୍ତେ ସତର୍କତା ଜାରୀ କରାଯାଇଛି ।