ସୁକିନ୍ଦା: ଯାଜପୁରରେ ଅନୁଷ୍ଠିତ ହେଲା ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେଲା ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର। ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ସାଧାରଣ ଲୋକଙ୍କ ସମସ୍ୟାର ଶୁଣାଣି କରାଯାଇଛି।