ଏନଏସି ପକ୍ଷରୁ ବନ୍ଦେ ମାତାରାମ ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଶୋଭାଯାତ୍ରା ଅନୁଷ୍ଠିତ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନଏସି ପକ୍ଷରୁ ବୁଧବାର ସକାଳେ ବନ୍ଦେ ମାତରଂ ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ବୁଧବାର ସକାଳେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ରାମ ମନ୍ଦିର ଠାରୁ ସ୍କୁଲ କଲେଜର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଶୋଭାଯାତ୍ରା ଭୀମଭୋଇ ଛକ ଦେଇ ଏନଏସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲା । ସେଠାରେ ନିର୍ବାହୀ ଅଧିକାରୀ ରଞ୍ଜନ ମାର୍ଥା ଙ୍କ ସଭାପତିତ୍ବରେ ଏକ ଶୋଭାରେ ମୁଖ୍ୟ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ଶିବରାମ ସାହୁ , ସମ୍ମାନିତ ଅତିଥି ଭାବେ ଉପାଧ୍ୟକ୍ଷା