ପଦ୍ମପୁର: ରାଜବୋଡାସମ୍ବର୍ ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଓ ଗଣିତ ମେଳା ଅନୁଷ୍ଠିତ
ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟରେ ପଦ୍ମପୁର ଠାରେ ଆଜି 10 ଟା 30 ମିନିଟ ସମୟରେ ବିଜ୍ଞାନ ଓ ଗଣିତ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀ ନିରାଳମ୍ବ ପ୍ରସାଦ ପଟେଲ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ସଭା ରେ ମୁଖ୍ୟ ଅତିଥି ଭାବେ ରାଜବବୋଡ଼ାସମ୍ବର ବ୍ଲକ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଲୋକନାଥ ଭୋଇ ଏବଂ ମୁଖ୍ୟ ବକ୍ତା ଭାବେ ଅଞ୍ଚଳ ମହାବିଦ୍ୟାଳୟ ର ଉଦ୍ଭିଦ ବିଜ୍ଞାନ ଅଧ୍ୟାପିକା ଶ୍ରୀମତୀ ମୋନାଲିସା ସ୍ୱାଇଁ ,ବିଚାରକ ଭାବେ ବାଳିକା ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ଶ୍ରୀ ମାନସ ଶତପଥୀ ଏବଂ ଟାଉନ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ଶ୍ରୀ ସୁଶାନ