ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା କୁକୁଡାଖଣ୍ଡି ବ୍ଲକର ବୋରି ଗ୍ରାମ ରେ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଗଞ୍ଜାମ ଜିଲ୍ଲା କୁକୁଡାଖଣ୍ଡି ବ୍ଲକର ବୋରି ଗ୍ରାମ ରେ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସାସ୍କୃତିକ କାର୍ଯ୍ୟକ୍ରମ ଆଜି ଦିନ 11 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ କାର୍ଯ୍ୟକ୍ରମ ରେ ବୋରି ଗ୍ରାମ ପଞ୍ଚାୟତ ର ସରପଞ୍ଚଙ୍କ ସମେତ ବହୁ ମହିଳା ପୁରୁଷ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ।