ପୁରୀ: ପୁରୀରେ ପଞ୍ଚୁକ ଓ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରଶାସନିକ ପ୍ରସ୍ତୁତି
Puri, Puri | Nov 15, 2026
ଆଗାମୀ ପଞ୍ଚୁକ ଓ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦର୍ଶନ ବ୍ୟବସ୍ଥା, ହବିଷ୍ୟାଳୀଙ୍କ ସୁବିଧା ଏବଂ ସୁରକ୍ଷା ନେଇ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।