ବାଙ୍ଗିରିପୋଷି: ଖୁକୁଣ୍ଡିଆରେ ନୂତନ ଛାତ୍ରବାସର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟିକା ସଞ୍ଜଳି ମୁର୍ମୁ
ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକର ଖୁକୁଣ୍ଡିଆ ଠାରେ ୫୦ ଶଯ୍ୟା ବିଶିଷ୍ଟ ଛାତ୍ରବାସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ। ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷା ଓ ଭବିଷ୍ୟତ ଗଠନକୁ ଦୃଷ୍ଟିରେ ରଖି ଏହି ପ୍ରକଳ୍ପ ହାତକୁ ନିଆଯାଇଛି।