Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

ମାଲକାନଗିରି: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତକୁ ନେଇ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ଝଡ଼ବର୍ଷା/ବଜ୍ରପାତ, ଝଡ଼ତୋଫାନ ଏବଂ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଜି ଅପରାହ୍ନ ୨ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାକୁ ଆସନ୍ତା ଜୁଲାଇ ୭ ତାରିଖ ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯିବା ସହିତ ଝଡ଼ବର୍ଷା/ବଜ୍ରପାତ, ଝଡ଼ତୋଫାନ ଏବଂ ପ୍ରବଳ ବର୍ଷା ସତର୍କତା ଜାରୀ କରାଯାଇଛି । ଏହାସହ ଜିଲ୍ଲାରେ 30 ରୁ 40 କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।

MORE NEWS