ନବରଙ୍ଗପୁର ଜିଲ୍ଲା ର ଅଗ୍ନିପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଟିରଲି ଆମ୍ବଗୁଡ଼l ସ୍ଥିତ ସରକାରୀ ଆଦର୍ଶ ସ୍ନାତକ ମହାବିଦ୍ୟାଳୟ ଠାରେ ଭାରତୀୟ ରେଡକ୍ରସ୍ ସୋସାଇଟି ଓଡ଼ିଶା ରାଜ୍ୟଶାଖା ଆନୁକୁଲ୍ୟରେ ନବରଙ୍ଗପୁର ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ ର ତିନି ଦିନିଆ ଶିକ୍ଷା ଓ ତାଲିମ ଶିବିର ଉଦଘାଟନ ହୋଇଯାଇଅଛି l ଉକ୍ତ କାର୍ଯ୍ୟକ୍ରମରେ ନବରଙ୍ଗପୁର ମାନନୀୟ ଜିଲ୍ଲାପାଳ ତଥା ରେଡକ୍ରସ ର ଅଧ୍ୟକ୍ଷ ଡ଼ଃ ମହେଶ୍ୱର ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ l