ରାୟଗଡା: ମହେନ୍ଦ୍ରଗିରିରେ ଆରମ୍ଭ ହେଲା 23ତମ ଜାତୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନଶିପ୍
ଗଜପତି ଜିଲ୍ଲାର ମହେନ୍ଦ୍ରଗିରିରେ ଆରମ୍ଭ ହୋଇଛି ୨୩ତମ ଜାତୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନଶିପ୍। ଏହି କ୍ରୀଡ଼ା ମହୋତ୍ସବ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ସାଂସଦ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ଏହାକୁ ଉଦ୍ଘାଟନ କରିଛନ୍ତି।