କଙ୍କଡାହାଡ଼ ବ୍ଲକରେ ସୋମବାର ୧୧ଟାରେ ଜିଲାପାଳଙ୍କ ମିଳିତ ଜନ ଶୁଣାଣି ଅନୁଷ୍ଠିତ ।ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ କାର୍ଯ୍ୟାଳୟରେ ସୋମବାର ଢେଙ୍କାନାଳ ଜିଲାପାଳ ଆଶିଷ ପାଟିଲଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି ।ଏଠାରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଲୋକମାନେ ଆସି ସେମାନଙ୍କର ଅଭିଯୋଗ କରିଥିଲେ ।ଏଠାରେ ଜିଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।