Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଧର୍ମଗଡ: ଧର୍ମଗଡ ନୋଡାଲ ସ୍କୁଲ ରେ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ

Dharamgarh, Kalahandi | Jan 12, 2026
ଧର୍ମଗଡ କ୍ରିଷ୍ଣାଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ରେ ବ୍ଲକ ଶିକ୍ଷା ଅଧିକାରିଣୀ ପଙ୍କଜିନୀ ମାଝୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ, ଏନଏସି ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି,ଧର୍ମଗଡ ବିଡ଼ିଓ ସମେତ ଅନ୍ୟାନ୍ୟ ଅତିଥି ମଞ୍ଚାସିନ ହୋଇଥିଲେ।

MORE NEWS

ଧର୍ମଗଡ: ଧର୍ମଗଡ ନୋଡାଲ ସ୍କୁଲ ରେ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ - Dharamgarh News