ଧର୍ମଶାଳା: ଯାବରା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରସୁଲପୁର ବ୍ଲକ ଅଧୀନସ୍ଥ ଯାବରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଥିବା ରବିବାର ରବିବାର ଦିବା 2 ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ବେଛାକୃତ ରକ୍ତଦାନ ଶିବିରରେ ଅନେକ ଜନ ସାଧାରଣ ଯୋଡ଼ି ହୋଇ ରକ୍ତଦାନ କରିଥିବା ଦେଖିବାକୁ ମିଳିଥିଲା ।