Public App Logo
Jansamasya
News
Maharashtra
Bjp
National
Police
Bihar
India
रेलवे
Coronavirus
कांग्रेस
बीजेपी
Congress
Modi
Delhi
Viral
Dm
Rajasthan
मध्यप्रदेश
Bollywood
Patna
Breakingnews
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Uttarakhand
जिलाधिकारी

ନବରଙ୍ଗପୁର ପୋଲିସ ଷ୍ଟେସନ: ପୌରପାଳିକା ଅଚାନକ ପରିଦର୍ଶନ କଲେ ଜିଲ୍ଲାପାଳ

ନବରଙ୍ଗପୁର ଜିଲ୍ଲାପାଳ ଡ଼ ମହେଶ୍ୱର ସ୍ୱାଇଁ ନବରଙ୍ଗପୁର ପୌରପାଳିକା କୁ ଅଚାନକ ପରିଦର୍ଶନ କରିଥିଲେ l ସେଠାରେ ଜାଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ l ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ କିପରି ଯଥାଶୀଘ୍ର ସମ୍ପୂର୍ଣ କରିବା ସହ ନୂତନ କାର୍ଯ୍ୟ ର ଅଗ୍ରଗତି ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦେଶ ଦେଇଥିଲେ l ଜିଲ୍ଲାପାଳ ଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଅଚାନକ ଗସ୍ତ ନିହାତି ଭାବରେ ଆଗକୁ ସୁଫଳ ହେବାନେଇ ବୁଦ୍ଧିଜୀବୀ ମହଲ ରେ ଚର୍ଚ୍ଚା ଚାଲିଛି l