ସ୍ଥାନୀୟ ଓଡ଼ିଶା ସାଂସ୍କୃତିକ ସମାଜ ଭବନରେ ଚାଲିଥିବା ଚିତ୍ରକଳା ପ୍ରଦର୍ଶନୀ ରବିବାର ଉଦ୍ଯାପିତ ହୋଇଯାଇଛି। ଏଥିସହ ଏ ଉପଲେକ୍ଷେ ଆୟୋଜିତ ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଚିତ୍ରଶିଳ୍ପୀ ବରଦା ମାଧବ ଗୁରୁ ମୁଖ୍ୟ ଅତିଥି, ଚିତ୍ରଶିଳ୍ପୀ ବୃନ୍ଦାବନ ମହାରଣା ଓ ଚିତ୍ରଶିଳ୍ପୀ ପ୍ରବୀର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏକାଡେମୀର ଅଧ୍ୟକ୍ଷ ସଞ୍ଜୟ ସାହୁ, ଉଦ୍ୟୋକ୍ତା ପ୍ରଶାନ୍ତ ମାଝୀ ଓ ସଞ୍ଜୟ ମିଶ୍ର ଉପସ୍ଥିତ ଥିଲେ। ଚିତ୍ରଶିଳ୍ପୀ ଅନୀଲ କେରକେଟାଙ୍କୁ କଳା ଏକାଡେମୀ ସମ୍ମାନ ପ୍ରଦାନ କରାଯାଇଥିଲା। ଏଥିସହ ବିଭିନ୍ନ ପ୍ରତି