ସୋନପୁର: ଖଇରାଭାଡି ଆଶ୍ରମ ବିଦ୍ୟାଳୟରେ ପ୍ରଧାନମନ୍ତ୍ରୀ ପୋଷଣ କାର୍ଯ୍ୟକ୍ରମ ର ସାମାଜିକ ସମୀକ୍ଷା ଅନୁଷ୍ଠିତ
ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଚାରଭଟା ପଂଚାୟତ ର ଖଇରାଭାଡି ଆଶ୍ରମ ବିଦ୍ୟାଳୟ ରେ ଓଡିଶା ରାଜ୍ୟ ସାମାଜିକ ସମୀକ୍ଷା, ଉତ୍ତରଦାୟିତ୍ୱ ଓ ସ୍ୱଚ୍ଛତା ସମିତି ତଥା ଜିଲ୍ଲାପରିଷଦ ସୁବର୍ଣ୍ଣପୁର ତରଫରୁ ଆଜି ପ୍ରଧାନମନ୍ତ୍ରୀ ପୋଷଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଶିଶୁ ମାନଙ୍କୁ ପ୍ରଦାନ କରାଯାଉଥିବା ମାଧ୍ୟାନ୍ନ ଭୋଜନ ଯୋଜନା ରେ ବ୍ୟବହୃତ ନଥିପତ୍ର ଯାଞ୍ଚ, ମଧ୍ୟନ୍ନ ଭୋଜନ ପ୍ରସ୍ତୁତି ରେ ସଫାସୁତୁରା ସହ ଛାତ୍ର ଛାତ୍ରୀ ଙ୍କ ସହ ଆଲୋଚନା କରାଯାଇଥିଲା, ଶେଷରେ ବିଦ୍ୟାଳୟ ପରିଚାଳନା କମିଟି ସହ ବୈଠକ ହୋଇଥିଲା ଏଥିରେ ତରଭା ବ୍ଲକ ସାମାଜିକ ସମୀକ୍ଷକ ଗୋପକୃଷ୍ଣ ରାଉତ,ଯୋଗ ଦେଇଥିବା ବେଳେ,ପ୍ରଧାନ