ଲାଞ୍ଜିଗଡ: ଜୟପାଟଣା ବ୍ଲକ୍ ସଭାଗୃହ ଠାରେ ଆୟୋଜିତ ବ୍ଲକସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦେଲେ ଜିଲ୍ଲାପାଳ
ସୋମବାର ଜୟପାଟଣା ବ୍ଲକ୍ ସଭାଗୃହ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଏବଂ ସମାଧାନ ଶିବିର ଅନୁଷ୍ଠିତ ହେଇଯାଇଛି। ବିଡିଓ ଧର୍ମରାଜ ମାଝୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି ଶିବିରରେ ଜିଲ୍ଲାପାଳ ପାଓ୍ବାର ସଚୀନ ପ୍ରକାଶଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇ ହିତାଧିକାରୀଙ୍କ ଅଭିଯୋଗ ଗ୍ରହଣ କରିଥିଲେ।