Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Nda
School
Cbi
Politics

ଦେବଗଡ: ଇନ୍ଦିରାଗାନ୍ଧୀ ଷ୍ଟାଡିୟମ ଠାରେ ଦେବଗଡ ଆଦର୍ଶ ସ୍ନାତକ ମହାବିଦ୍ୟାଳୟର ବାର୍ଷୀକ କ୍ରୀଡା ଉତ୍ସବ

ଦେବଗଡ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମ ଠାରେ ଆଜି ଆଦର୍ଶ ସ୍ନାତକ ମହାବିଦ୍ୟାଳୟର ବାର୍ଷୀକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର କ୍ରୀଡା ଦାୟିତ୍ୱରେ ଥିବା ଅଧ୍ୟାପକ ଡ.ଯଶୋବନ୍ତ ସାହୁଙ୍କ ତତ୍ୱାବଧାନରେ ଆୟୋଜିତ ଏହି ପ୍ରତିଯୋଗିତାରେ ମହାବିଦ୍ୟାଳୟର ୩୦୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗ ଦେଇ ଦୌଡ, ଲମ୍ବ ଡିଆଁ, ଉଚ୍ଚ ଡିଆଁ ଓ ଡିସ୍କସ ଥ୍ରୋ ଆଦି ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏଥିରେ ବାଳକ ବର୍ଗରେ ଶୁଭମ କୁମାର ସାହୁ ଓ ଉତମ ବେହେରା ଯୁଗ୍ମ ଭାବେ ଚମ୍ପିୟାନ ହୋଇଥିବା ବେଳେ ବାଳିକା ବିଭାଗରେ ନିଶା ବାରିକ ଚମ୍ପିୟାନ ହୋଇଥିଲେ ।

MORE NEWS