Public App Logo
Jansamasya
National
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth

ସୁକିନ୍ଦା: ଦାନଗଦି ସ୍ବାସ୍ଥ୍ୟ କେନ୍ଦ୍ରରେ ଯୁବ ସଙ୍ଗଠକ ମନୋଜ କୁମାରଙ୍କ ସ୍ତ୍ରୀଙ୍କ ଶେଷ ଦର୍ଶନ କରିଛନ୍ତି ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ

Sukinda, Jajpur | Sep 30, 2025
କାଳିଆପାଣି ପଞ୍ଚାୟତର ବିଜୁ ଜନତା ଦଳର ଯୁବ ସଂଗଠକ ମନୋଜ କୁମାର ମେଲସାଣ୍ଡିଙ୍କ ଧର୍ମପତ୍ନୀଙ୍କ ଅକାଳ ବିୟୋଗ ହୋଇଛି । ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ଦାନଗଦି ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା । ଖବର ପାଇ ପୂର୍ବତନ ମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ମଙ୍ଗଳାବର ଦିବା 1 ଘଟିକା ସମୟରେ ଦାନଗଦି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଇ ମନୋଜ କୁମାରଙ୍କ ସ୍ତ୍ରୀଙ୍କର ଶେଷ ଦର୍ଶନ କରି ତାଙ୍କ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

MORE NEWS