Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews
Karnataka

ତାଳଚେର ସଦର: ତାଳଚେର ଥାନା ନିକଟରେ ପେଚକସରେ ଆକ୍ରମଣ କରି ଯୁବକକୁ ହତ୍ୟା

Talcher Sadar, Angul | Jan 3, 2026
ତାଳଚେର ଥାନା ନିକଟରେ ଶନିବାର ସକାଳ ୧୧.୩୦ ମିନିଟ ସମୟରେ ଜଣେ ବ୍ୟକ୍ତିଙ୍କ ବେକକୁ ପେଚକସରେ ଆକ୍ରମଣ କରି ହତ୍ୟା କରାଯାଇଛି । ମୃତକ ଜଣକ ହେଲେ ତାଳଚେର ଟାଉନ ବଡଦାଣ୍ଡ ସାହିର ସନ୍ତୋଷ ମହାପାତ୍ର । ହତ୍ୟାକାରୀ ଚଗଲା ଅମାନ୍ତଙ୍କୁ ତାଳଚେର ପୋଲିସ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ କିଛି ଦିନ ପୂର୍ବରୁ ହତ୍ୟାକାରୀ ଚଗଲା ଅମାନ୍ତ ମୃତକ ସନ୍ତୋଷ ମହାପାତ୍ରଙ୍କୁ ଏକ ଭୋଜିରେ ରୋଷେଇ କରିବାକୁ ଡାକି ନେଇଥିଲେ । ସେହି ଭୋଜି ଠାରେ ଚଗଲା ଅମାନ୍ତଙ୍କର ୭ ହଜାର ୨୦୦ ଟଙ୍କା ସନ୍ତୋଷ ଚୋରାଇ ଆଣିଥିବା ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା ।
ତାଳଚେର ସଦର: ତାଳଚେର ଥାନା ନିକଟରେ ପେଚକସରେ ଆକ୍ରମଣ କରି ଯୁବକକୁ ହତ୍ୟା - Talcher Sadar News