ବାଲିକୁଦା: ଥାନା ଅଞ୍ଚଳରେ ୫ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୁକ୍ତକୁ ଗିରଫ କଲା ପୋଲିସ
ଗତକାଲି ଥାନା ଅଞ୍ଚଳରେ ଜନୈକା ୫ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ତାର ବାପା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହି ଘଟଣାର ତଦନ୍ତ କରି ଆଜି ସନ୍ଧ୍ୟାରେ ଅଭିଯୁକ୍ତ କାଳନ୍ଦୀ ଓଝାକୁ ଗିରଫ କରିଥିବା ସୂଚନା ମିଳିଛି। ଅଭିଯୁକ୍ତକୁ ପୋଲିସ ପଚରାଉଚରା କରୁଥିବା ଜଣାପଡିଛି।