ପୋଡିଆ: ପଡିଆ ବ୍ଲକ ଅନ୍ତର୍ଗତ ଶିମିଳିବାଞ୍ଛା ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ
ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ଅନ୍ତର୍ଗତ ଶିମିଳିବାଞ୍ଛା ପଞ୍ଚାୟତ ଠାରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଅଭିଯୋଗର ଶୁଣାଣି କରି ତୁରନ୍ତ ଏହାର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି