Public App Logo
Jansamasya
News
���ुलिस
Bjp
National
Bihar
���िहार
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Crimenews
Bareilly
Bcci
Agra
Breaking

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ସସ୍ମିତ ବିଶ୍ୱାଳ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଟୁଲୁ ମହାନ୍ତିକୁ ନେଇ ଏୟାରଫିଲ୍ଡ ଅଞ୍ଚଳରେ କ୍ରାଇମସିନ ରିକ୍ରିଏସନ କଲା ପୋଲିସ

ସସ୍ମିତ ବିଶ୍ୱାଳ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଟୁଲୁ ମହାନ୍ତିକୁ ନେଇ ଏୟାରଫିଲଡ଼ ଅଞ୍ଚଳରେ କ୍ରାଇମସିନ ରିକ୍ରିଏସନ କଲା ପୋଲିସ | ସସ୍ମିତ ବିଶ୍ୱାଳ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଟୁଲୁ ମହାନ୍ତିକୁ ନେଇ ଆଜି 11.39ରେ ଏୟାରଫିଲଡ଼ ଅଞ୍ଚଳରେ କ୍ରାଇମସିନ ରିକ୍ରିଏସନ କଲା ପୋଲିସ | ଏହି ହତ୍ୟା ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପୂର୍ବରୁ ହୋମଗାର୍ଡ ସୁକାନ୍ତ ବେହେରା, ଗୁଲୁ ମହାନ୍ତି, ମନୋଜ ବେହେରା ଓରଫ ସିଲୁ, ସୁକାନ୍ତ ପରିଡ଼ା ଓ ଦେବବ୍ରତ ପରିଡାଙ୍କୁ ମିଶାଇ ୫ଜଣଙ୍କୁ ଗିରଫ କରିଥିଲା ଏୟାରଫିଲ୍ଡ ଥାନା ପୁଲିିସ।

MORE NEWS