Public App Logo
Jansamasya
Education
Bareilly
Agra
Cbi
Politics
Abvp
���ायल
Fatehpur
Jodhpur
Amitshah
Uppolice
Punjab
Live
Pratapgarh
Westbengal
Ballia
Farrukhabad
Mirzapur
Rain
Haridwar
Tikamgarh
Trending
Prayagraj
Modiji
Protest
���तरपुर
���ोगी_आदित्यनाथ
Letestnews
Arvindkejriwal

ସୋନପୁର: ଜିଲ୍ଲାରେ ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ କରିବା ପାଇଁ ସଦର ସଂସ୍କୃତି ଭବନଠାରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ସ୍ଥିତ ସଂସ୍କୃତି ଭବନ ଠାରେ ରପ୍ତାନି, ପ୍ରୋତ୍ସାହନ ଏବଂ ବିପଣନ ନିର୍ଦ୍ଦେଶାଳୟ, ଭାରତ ସରକାର, ଏମ. ଏସ. ଏମ.ଇ ବିଭାଗ, ଓଡ଼ିଶା ସରକାର ଓ ସୁବର୍ଣ୍ଣପୁର ଜିଲ୍ଲା ସ୍ଥିତ ମମତା ଡୋରି ଅନୁଷ୍ଠାନର ମିଳିତ ଉଦ୍ୟମରେ ସୁବର୍ଣ୍ଣପୁର ଜିଲ୍ଲାରେ ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ ସୁଯୋଗ ଓ ସାଇବର ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ଶ୍ରୀ ସଞ୍ଜୟ କୁମାର ମିଶ୍ର, ନିର୍ଦ୍ଦେଶକ, ଦି.ଇ.ପି.ଏମ ଉପସ୍ଥିତ ଥିଲେ।

MORE NEWS