କୋରାପୁଟ ସହର: କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି କୋରାପୁଟ ଜିଲ୍ଲାର ତ୍ରୟମାସିକ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ
Koraput Town, Koraput | Sep 4, 2025
କୋରାପୁଟ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଅପରାହ୍ନ ୪ଟା ସମୟରେ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ କୋରାପୁଟ...