Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur

ଦେବଗଡ: ପୁରୁଣା ଡାକ୍ତରଖାନା ପରିସରରେ ସାମ୍ବାଦିକ ସମ୍ମିଳନୀ, ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ତୃଟୀପୂର୍ଣ୍ଣ ଉତ୍ତରକୁ ସମାଲୋଚନା

ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ପରେ ପୁରୁଣା ଡାକ୍ତରଖାନାରେ ୨୪ ଘଂଟିଆ ସ୍ୱାସ୍ଥ୍ୟସେବା ବନ୍ଦ ହୋଇଯାଇଛି । ଫଳରେ ପୁରୁଣା ଡାକ୍ତର ଖାନାରେ ୨୪ ଘଂଟିଆ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବିଧାନସଭାରେ ଦେବଗଡ ବିଧାୟକ ରୋମାଂଚ ରଞ୍ଜନ ବିଶ୍ୱାଳ ଦାବି ଉପସ୍ଥାପନ କରିବା ସହିତ ବିଭାଗୀୟ ମନ୍ତ୍ରୀଙ୍କୁ ଏହାର ସ୍ଥିତି ସମ୍ପର୍କରେ ପ୍ରଶ୍ନ କରିଥିଲେ । ମାତ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ୧୦ଟି ଶଯ୍ୟା ସହିତ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଥିବା ଉତର ଦେଇଥିଲେ ।

MORE NEWS