Public App Logo
Jansamasya
News
पुलिस
Bjp
National
Police
Bihar
India
जनसमस्या
चुनाव
बीजेपी
भाजपा
Congress
Modi
Delhi
Viral
Up
Iyc
Bollywood
Patna
Breakingnews
महिला
Narendramodi
Nitishkumar
Madhya_pradesh
Mp
Madhyapradesh
Ahmedabad
Pmmodi
Rahulgandhi

ସମ୍ବଲପୁର ମ୍ୟୁନିସିପାଲଟି: ଦାନିପାଲି ଅଞ୍ଚଳରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ 5 ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ଅଇଁଠାପାଲି ପୋଲିସ

Sambalpur M, Sambalpur | Jul 16, 2025
ଅଇଁଠାପାଲି ଥାନା ଅନ୍ତର୍ଗତ ଦାନିପାଲି ଅଞ୍ଚଳରେ ଆକାଶ ବାଗ ନାମକ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବରେ ଆକ୍ରମଣ କରିଥିବା ଘଟଣାରେ ପୋଲିସ 5 ଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।ତେବେ ଗିରଫ ଯୁବକଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ ଛୁରୀ ଜବତ କରିଥିବା ବେଳେ ସମସ୍ତଙ୍କୁ କୋର୍ଟ ଚାଲାଣ ଆଜି ଅଇଁଠାପାଲି ପୁଲିସ ପକ୍ଷରୁ କରାଯାଇଥିବା ନେଇ ଆଜି ରାତିରେ ପୋଲିସ ସୁତ୍ରରୁ ସୁଚନା ମିଳିଛି।

MORE NEWS