Install App
Login
HOME
Delhi
Haryana
Uttar Pradesh
Bihar
Chhattisgarh
Madhya Pradesh
Rajasthan
Jharkhand
Himachal Pradesh
Uttarakhand
Punjab
Andhra Pradesh
Telangana
Tamil Nadu
Karnataka
Maharashtra
Assam
West Bengal
Tripura
Gujarat
Odisha
Kerala
Jansamasya
News
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana
News18Odia
ଲ୍ୟାବ୍ରେ ଶବ କହୁଛି ମୁଁ 'ବଞ୍ଚିବି' | 3 Members of Same Family Donate Bodies to Science in Odisha!
Colliery, Angul
| Jul 28, 2026
MORE NEWS
ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ,ବାଉଳିଗୋଡ, ଗୋଡାସନ୍ତ୍ରି ଗ୍ରାମପଞ୍ଚାୟତ ର ଭକ୍ତପୁର, ଗୋଡସନ୍ତ୍ରି, ବାଉଳିଗୋଡ, ସିମିଲିଛୁଇଁ, ଯୁହlରପୂର୍ ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ
Anugul, Angul | Jul 29, 2026
#bjdinstagram #Nabinpatnayk
Talcher Sadar, Angul | Jul 28, 2026
#odishadarpantv
Talcher Sadar, Angul | Jul 28, 2026
Talcher Sadar, Angul | Jul 28, 2026
ଟାଙ୍ଗି#ପଶୁପତି ଗଡା ନିକଟରେ ଆଇଚର ଗାଡ଼ି କୁ ପିଟିଲା ବସ୍,ଯାତ୍ରୀ ଆହତ#କଟକ#damantv
Anugul, Angul | Jul 28, 2026
ଲ୍ୟାବ୍ରେ ଶବ କହୁଛି ମୁଁ 'ବଞ୍ଚିବି' | 3 Members of Same Family Donate Bodies to Science in Odisha! - Colliery News