Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଦ୍ୱିତୀୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

Kendrapara, Kendrapara | Sep 16, 2025
ଆଜି ଅପରାହ୍ନ ପ୍ରାୟ ୧ ଘଣ୍ଟିକା ସମୟରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ରାଜନଗର ମାନ୍ୟବର ବିଧାୟକ ଧ୍ରୁବ ଚରଣ ସାହୁଙ୍କ ଅଧ୍ୟକ୍ଷତାରରେ ରାଜନଗର ନିର୍ବାଚନ ମଣ୍ଡଳୀର ଦ୍ୱିତୀୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲାପାଳ ରଘୁରାମ ଆର ଆୟର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ ପ୍ରମୁଖ ଉପସ୍ଥିତ ରହିଥିଲେ

MORE NEWS