ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଡ଼ ସଦାନନ୍ଦ ତ୍ରିପାଠୀ ଉଚ୍ଚ ବିଦ୍ୟାଳୟ ପରିସରରେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଙ୍ଘ ପକ୍ଷରୁ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି. ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ସୋରଡ଼ା ବିଧାୟକ ନୀଳମନି ବିଶୋଇ,ଆଜିର ଏହି କାର୍ଯ୍ୟକ୍ରମ ଶିଶୁ ମହୋତ୍ସବ ରେ ବିଧାୟକ ଉପସ୍ଥିତ ଥିବା ବେଳେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।