Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

ଦେବଗଡ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ କୃଷି ଜନ୍ତ୍ରପାତି ଓ କୃଷି ମହୋତ୍ସବ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ

ଦେବଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ବିକାଶ ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ କୃଷି ଯନ୍ତ୍ରପାତି ଓ କୃଷି ମହୋତ୍ସବ ମେଳା ଆଜି ସନ୍ଧ୍ୟା 7 ଟାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା କୃଷି ବିଭାଗ ପକ୍ଷରୁ ସ୍ଥାନୀୟ ପ୍ରଧାନପାଟ ବଡ଼ବଗିଚା ଠାରେ ଡିସେମ୍ବର ୧୯ ରୁ ୨୩ ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିବସୀୟ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଓ କୃଷି ମହୋତ୍ସବ ହେବା ପାଇଁ ସ୍ଥିର କରାଯାଇଛି ।ଏହି ମେଳାରେ ୫୦ ଟି ପ୍ରଦର୍ଶନୀ ମଣ୍ଡପ ଓ ଚାଷୀ ମାନଙ୍କ ପାଇଁ ବିଭିନ୍ନ ଆଲୋଚନା ଚକ୍ର, ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

MORE NEWS

ଦେବଗଡ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ କୃଷି ଜନ୍ତ୍ରପାତି ଓ କୃଷି ମହୋତ୍ସବ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ - Debagarh News