Public App Logo
Jansamasya
News
���ुलिस
Bjp
National
Police
Bihar
���िहार
���ीजेपी
Congress
Modi
Delhi
Viral
Crime
Odisha
Rajasthan
���मित_शाह
���िल्ली
Breakingnews
���हिला
Madhya_pradesh
Pmmodi
Ipl
Rahulgandhi
Haryana
Cricket
���ेजस्वी_यादव
Uttarakhand
Crimenews
Kolkata

ବଣେଇ: ବରସୁଆଁ ରେଳ ଷ୍ଟେଶନ ସାଇଡିଂ ନିକଟରେ ଥିବା ଏକ ଟ୍ରାନ୍ସପୋର୍ଟ ଅଫିସରୁଲକ୍ଷାଧିକ ଟଙ୍କାର ଲୁଟ

Banei, Sundargarh | Nov 13, 2025
ବଣାଇଁ ଉପଖଣ୍ଡ ଲହୁଣୀପଡା ଥାନା ଅନ୍ତର୍ଗତ ଟେନସା ଫାଣ୍ଡି ଅଧିନସ୍ଥ ବରସୁଆଁ ରେଳ ଷ୍ଟେଶନ ସାଇଡିଂ ନିକଟରେ ଥିବା ଏକ ଟ୍ରାନ୍ସପୋର୍ଟ ଅଫିସରୁ ଗତ ବିଳମ୍ବିତ ରାତିରେ ଏକ ସ୍କର୍ପିଓ ଗାଡିରେ ଆସି ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ ଲୁଟ କରି ଫେରାର ହୋଇ ଯାଇଥିବା ଜଣାପଡିଛି I ପ୍ରାପ୍ତ ସୂଚନା ମୁତାବକ ୫/୬ ଜଣ ମୁଖାପିନ୍ଧା ଡକାୟତ ବନ୍ଧୁକ ମୁନରେ ବରସୁଆଁ ବଜରଙ୍ଗ ଅଗ୍ରୱାଲଙ୍କ ବିଏନଆର ଟ୍ରାନ୍ସପୋର୍ଟ ଅଫିସରୁ ଲୁଟ କରିଛନ୍ତି।
ବଣେଇ: ବରସୁଆଁ ରେଳ ଷ୍ଟେଶନ ସାଇଡିଂ ନିକଟରେ ଥିବା ଏକ ଟ୍ରାନ୍ସପୋର୍ଟ ଅଫିସରୁଲକ୍ଷାଧିକ ଟଙ୍କାର ଲୁଟ - Banei News