ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ଉପରେ ତଥା ଇତମା ନିକଟରେ ଆଜି ଆଜି ସମ୍ମୁଖରେ ଯାଉଥିବା ଏକ ଟ୍ରକ ପଛରେ ଅନ୍ୟ ଏକ ଟ୍ରକ ଧକ୍କା ଦେବା ଫଳରେ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରି ବଡ଼ଗାଁ ଡାକ୍ତରଖାନା ରେ ପ୍ରାଥମିକ ଚିକିତ୍ସାପରେ ଅଧିକ ଚିକିତ୍ସା ପାଇଁ ସୁନ୍ଦରଗଡ଼ ଡାକ୍ତରଖାନା କୁ ସ୍ଥାନାନ୍ତରିତ କରାଯାଇଛି।