ସୂଚନା ଅନୁସାରେ ଡୁଙ୍ଗୁରିପାଲି ଅନ୍ତର୍ଗତ ଇଚ୍ଛାପୁର ସେବାଶ୍ରମ ଠାରେ ଗତକାଲି ବିଳମ୍ବିତ ରାତ୍ରି ପ୍ରାୟ 12.30 ମିନିଟ ପର୍ଯ୍ୟନ୍ତ ବାର୍ଷିକ ଉତ୍ସବ 2025 ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୃନ୍ଦାବନ ବଢ଼େଇଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ଶ୍ରୀମାନ ପ୍ରଶାନ୍ତ କୁମାର ସାହୁ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବରେ ଶ୍ରୀଯୁକ୍ତ ଜଲେନ୍ଦ୍ର କୁମାର ସାହୁ ତାଙ୍କ ବକ୍ତବ୍ୟ ପ୍ରଦାନ କରିଥିଲେ,ସମ୍ମାନୀତ ଅତିଥି ଭାବେ ଡବ୍ଲୁ ଇ ଓ ଡୁଙ୍ଗୁରିପାଲି ର