କେନ୍ଦ୍ରାପଡା: ମହାକାଳପଡ଼ା ତିଖିରି ବନ୍ତ ପଡ଼ିଆରେ ମା' ଦୁର୍ଗାଙ୍କ ଅଷ୍ଟମୀ ପୂଜା ଅନୁଷ୍ଠିତ
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକର ତିଖିରି ବନ୍ତ ପଡ଼ିଆରେ ମା' ଦୁର୍ଗାଙ୍କ ଅଷ୍ଟମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏଥିରେ ଯୋଗଦେଇ ଅଞ୍ଚଳବାସୀଙ୍କ ମଙ୍ଗଳ କାମନା କରିଛନ୍ତି।