ଭଞ୍ଜସେନା ଆନ୍ଦୋଳନ ର ଆହ୍ଵାନ ଦ୍ଵାରା ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଅଧିନସ୍ଥ ନୂଆଗାଁ ବାଳିକା ଉଚ୍ଚବିଦ୍ୟାଳୟ ର ଶିକ୍ଷୟିତ୍ରୀ ପ୍ରମିଳା ସାହୁ ଉପରେ ଲାଗିଥିବା ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହେବା ଯୋଗୁଁ ଆସନ୍ତାକାଲି ଅକ୍ଟୋବର ୨୭ ତାରିଖ ଜିଲ୍ଲା ମଧ୍ୟ ଦେଇ ଯାଇଥିବା ସମସ୍ତ ଜାତୀୟ ରାଜପଥ, ରାଜ୍ଯ ରାଜପଥ ଏବଂ ଅନ୍ୟାନ୍ୟ ରାସ୍ତା ଉପରେ ହେବାକୁ ଥିବା ହରତାଳ କାର୍ଯ୍ୟକ୍ରମ ବର୍ତ୍ତମାନ ପାଇଁ ସ୍ଥଗିତ ରହିଅଛି।