Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ସଭାଗୃହ ଠାରେ ରକ୍ତହୀନତା ମୁକ୍ତ ଗ୍ରାମ ଗଠନ ଉପରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି ।

Digapahandi, Ganjam | Sep 16, 2025
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ସଭାଗୃହ ଠାରେ ରକ୍ତହୀନତା ମୁକ୍ତ ଗ୍ରାମ ଗଠନ ଉପରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ତାଲିମ ଶିବିର ଆଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ ଦିଗପହଣ୍ଡି ବ୍ଲକର ବିଡିଓ ଯୋଗ ଦେଇ ରକ୍ତହୀନତା ଗ୍ରାମ କିଭଳି ଭାବରେ ଗଠନ ହୋଇପାରିବ ସେ ନେଇ ତାଲିମ ପ୍ରଦାନ କରିଥିଲେ । ଏହି ତାଲିମ ଶିବିର ରେ ଦିଗପହଣ୍ଡି ବ୍ଲକର ସମସ୍ତ କର୍ମଚାରୀ ମାନେ ଯୋଗ ଦେଇଥିଲେ ।

MORE NEWS