ଦିଗପହଣ୍ଡି: ଦିଗପହଣ୍ଡି ବ୍ଲକର ଗୋକର୍ଣ୍ନପୁର ଗ୍ରାମ ଠାରେ ମା ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଜରିଅ।ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଗୋକର୍ଣ୍ନପୁର ଗ୍ରାମ ଠାରେ ମା ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଜରିଅ।ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅ।ଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପତ୍ର ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ । ଏଥିସହ ବ୍ଲକ ର ସମସ୍ତ ଅଧିକାରୀ ମାନେ ମଧ୍ୟ ମଧ୍ୟ ଯୋଗ ଦେଇ ବୃକ୍ଷ ରୋପଣ କରିଥିବା ବେଳେ ବନ ବିଭାଗର କର୍ମଚାରୀ ମାନେ ମଧ୍ୟ ଯୋଗ ଦେଇଥିଲେ ।