ଆଜି ମାଲକାନଗିରି ଜିଲ୍ଲା ସିନ୍ଧିରିମାଳ ପଞ୍ଚାୟତ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମାଲକାନଗିରି ପିଏ ଏଇଟିଡିଏ ହଳଧର ଶବର ଯୋଗଦେଇଥିବା ବେଳେ ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ ଓ ପଞ୍ଚାୟତର ଭଦ୍ରବେକ୍ତି ମାନେ ଉପସ୍ଥିତ ଥିଲେ। ଏହି ଅବସରରେ ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରାଯାଇଥିଲା।