ଓଡିଶା ପାୱାର ଜେନେରେସନ କର୍ପୋରେସନ ଲିମିଟେଡ଼ (ଓପିଜିସି ) ତରଫରୁ ଆଜି ଝାରସୁଗୁଡା ଜିଲ୍ଲା ଦଲଗାଁ ପଞ୍ଚାୟତ କାର୍ଯ୍ୟାଳୟରେ ନିଶୁଳ୍କ ଚିକିତ୍ସା ଶିବିର ଅନୁଷ୍ଠିତ l ଦଲଗାଁ ସରପଞ୍ଚ ସନ୍ତୋଷ କୁମାର ରୋହିଦାସ ସ୍ୱାସ୍ଥ୍ୟ ଶିବିର ଉଦଘାଟନ କରିଥିଲେ । ଏହି ଶିବିରରେ ଇବ ଥର୍ମାଲ ଚିକିତ୍ସାଳୟର ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସଂଗୀତା ପଣ୍ଡା, ଡାକ୍ତର ହିତେନ୍ଦ୍ର ରାଉତ, ଡାକ୍ତର ଅଙ୍କିତ କୁମାର ଆଚାର୍ଯ୍ୟ ଙ୍କ ସମେତ ସମ୍ବଲପୁର ରୁ ଆମନ୍ତ୍ରିତ ଶିଶୁରୋଗ ବିଶେଷଜ୍ଞ, ଭେଷଜ ବିଶେଷଜ୍ଞ ରୋଗୀମାନଙ୍କ ସ୍ଵାସ୍ଥ୍ୟ ପରୀକ୍ଷା କରିଥିଲେ l ଏହି ଶିବିର ସକାଳ ୧୦. ୩୦ଟା ରୁ ଆରମ୍ଭ ହୋଇ ଅପରା