ଘସିପୁରା: ଦାନ୍ତିଆ ଗ୍ରାମ ଠାରେ ବିଜେପି କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗଦେଲେ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି
Ghasipura, Kendujhar | Jul 18, 2025
କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ୍ ଅନ୍ତର୍ଗତ ଦାନ୍ତିଆ ଗ୍ରାମ ଠାରେ ବିଜେପି କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ...